ଜାତୀୟ ଶିକ୍ଷା ନୀତିର ନୂତନ ପଦକ୍ଷେପକୁ ସୋଆର ସ୍ୱାଗତ
ଭୁବନେଶ୍ଵର : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିକ୍ଷାର ବ୍ୟାପକତା, ଦକ୍ଷତା ନିର୍ମାଣ ଏବଂ ଶିକ୍ଷାର ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ଜାତୀୟ ଶିକ୍ଷା ନୀତିରେ ଅଣାଯାଇଥିବା ସଂସ୍କାରର ର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନେକ ପଦକ୍ଷେପର…