ସ୍କୁଲ ବହି ତ୍ରୁଟି ପାଇଁ ଗଠିତ କମିଟି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲେ:କମିଟିର ସୁପାରିଶ ଅନୁଯାୟୀ…
ପୂର୍ବତନ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦେଶକ ନିଲମ୍ବିତ
୬ ଜଣ ସହକାରୀ ନିର୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ପିଲାଙ୍କ ଶିକ୍ଷା ପାଇଁ କମିଟିର ୧୪ ଟି ସୁପାରିଶ…