ଶ୍ରୀଶ୍ରୀ ହରିବଳଦେବ ଜୀଉ ମନ୍ଦିରର ନିମ୍ନମାନର ନବୀକରଣ କାର୍ଯ୍ୟ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ଦେଲେ…
ବାରିପଦା(ଦିଲ୍ଲୀପ ମହାନ୍ତି)-ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ଜନବିଦିତ ବାରିପଦାରେ ଶ୍ରୀଶ୍ରୀ ହରି ବଳଦେବ ଜୀଉ ବିଜେ ମହାପ୍ରଭୂଙ୍କ ମନ୍ଦିରର ନବୀକରଣ ଓ ସୌନ୍ଦର୍ଯ୍ୟ କରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଯୋଗାଇ ଦେଇଥିଲେ । ଉକ୍ତ ଟଙ୍କାରେ ଭୂବନେଶ୍ୱର…