ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଝାରସୁଗୁଡ଼ାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର, ସଂଗୃହୀତ ହେଲା ୫୮ ୟୁନିଟ୍ ରକ୍ତ
ଝାରସୁଗୁଡ଼ା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଝାରସୁଗୁଡ଼ା ଜିଲ୍ଲା ବିଜେପି ପକ୍ଷରୁ ଏକ ଘରୋଇ ହୋଟେଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ଶିବିରରେ ମୋଟ ୫୮ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ବରଗଡ଼…