‘ମୋ କଲେଜ ଅଭିଯାନ’ ଅଧୀନରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ପୁରାତନ ଛାତ୍ରଛାତ୍ରୀଙ୍କ ବୈଠକ
ଭୁବନେଶ୍ୱର(ଶାସକ ପ୍ରଶାସକ): ନବଗଠିତ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ବିକାଶର ରୂପରେଖରେ ପୁରାତନ ଛାତ୍ରଛାତ୍ରୀମାନେ ବିଶେଷ ଭୂମିକା ଗ୍ରହଣ କରିବେ। ରବିବାର ଦିନ ଆୟୋଜିତ ପୁରାତନ ଛାତ୍ରଛାତ୍ରୀଙ୍କ ପ୍ରଥମ ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି।
୧୮ ଜୁଲାଇ ୧୯୬୦ ମସିହାରେ…