କାଦମ୍ବିନୀ ନଭେମ୍ବର ସଂଖ୍ୟା ଉନ୍ମୋଚିତ
ଭୁବନେଶ୍ୱର: ମାସିକ ପାରିବାରିକ ପତ୍ରିକା କାଦମ୍ବିନୀର ଚଳିତ ନଭେମ୍ବର ସଂଖ୍ୟା ଶନିବାର ଉନ୍ମୋଚିତ ହୋଇଯାଇଛି। କାଦମ୍ବିନୀର ଏହି ସଦ୍ୟ ସଂସ୍କରଣର ପ୍ରଚ୍ଛଦ ପୃଷ୍ଠାରେ ସ୍ଥାନ ପାଇଥିବା ଭାରତୀୟ ହକି ଦଳର ପ୍ରାକ୍ତନ ଅଧିନାୟକ ପଦ୍ମଶ୍ରୀ ଦିଲିପ ତିର୍କୀ, ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା…