ନବରଙ୍ଗପୁର ଜିଲ୍ଲାର ସୂଚନା ପ୍ରଯୁକ୍ତି ଓ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ ମନ୍ତ୍ରୀ ତୁଷାରକାନ୍ତି

ଭୁବନେଶ୍ୱର(ଶାସକ ପ୍ରଶାସକ):ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାର ସୂଚନା ପ୍ରଯୁକ୍ତି ଏବଂ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କରିଛନ୍ତିା ଆଜି ଅପରାହ୍ନରେ ଜିଲ୍ଲା ସର୍କିଟ୍…

ଓଡ଼ିଶା ହାଇକୋର୍ଟର ଜଜ୍ ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ଶ୍ରୀ ଆଦିତ୍ୟ କୁମାର ମହାପାତ୍ର

ଭୁବନେଶ୍ୱର:ଓଡ଼ିଶା ହାଇକୋର୍ଟର ଜଜ୍ ପଦବୀକୁ ଉନ୍ନୀତ ହେବା ପରେ ଶ୍ରୀ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ପୁରାତନ ବିଲଡିଂସ୍ଥିତ ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ କରିଛନ୍ତିା ଆଜି ପୂର୍ବାହ୍ନରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଏସ୍.…

ସମ୍ କୋଭିଡ୍ ହସ୍ପିଟାଲରେ ସଫଳ ଅସ୍ତ୍ରୋପଚାର: ସୁସ୍ଥ ହେଲେ ୧୧ ବର୍ଷର ବାଳିକା

ଭୁବନେଶ୍ୱର : କୋଭିଡ୍ ସଂକ୍ରମିତ ଜଣେ ୧୧ ବର୍ଷୀୟ ବାଳିକାଙ୍କର ସମ୍ କୋଭିଡ୍ ହସ୍ପିଟାଲରେ ସଫଳ ଅସ୍ତ୍ରୋପଚାର କରାଯାଇଛି । ଆପେଣ୍ଡିସାଇଟିସ୍ ସମସ୍ୟା ଥିବା ଏହି ବାଳିକାଙ୍କର ଅସ୍ତ୍ରୋପଚାର କରି ତାଙ୍କୁ ସୁସ୍ଥ କରିଛନ୍ତି ସମ୍ ଶିଶୁରୋଗ ଅସ୍ତେ୍ରାପଚାର ବିଭାଗର ଡାକ୍ତର ।ଭୁବନେଶ୍ୱର ପଟିଆ…

ମହନ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କଂଗ୍ରେସ ନେତା ପ୍ରଦୀପ୍ତ ଦାସ ଓ ଉତ୍କଳ ସ୍ମୃତି ସଂସଦର ସଭ୍ୟ ।

ମାହାଙ୍ଗା -: (ସପ୍ତଜ୍ୟୋତି ରାଉଳ) କଟକ ଜିଲ୍ଲା ମାହାଙ୍ଗା ବ୍ଲକ କୋଠପଦା ରଘୁନାଥଜୀୟୁ ମଠର ମହନ୍ତ ଜଗନ୍ନାଥପୁରୀଙ୍କ ଆଜି ଭୋ'ରୁ ଦେହାନ୍ତ ଘଟିଛି | କ୍ୟାନ୍ସର ପୀଡିତ ମହନ୍ତଙ୍କ ଚିକିତ୍ସା କଟକରେ ଚାଲିଥିଲା | ତେବେ ୪ ଦିନ ତଳୁ ତାଙ୍କୁ ହସ୍ପିଟାଲରୁ ଛାଡିଦିଆଯାଇଥିଲା | ସ୍ଥାନୀୟ କୋଠପଦା…

ବନ୍ୟା ରେ ଭାଙ୍ଗି ପଡ଼ିଥିବା ଆଇରନ ପୋଲର ଲୁହା ଚୋରା ଚାଲାଣ ବେଳେ ୫ ଗିରଫ, ପିକୋଫ ଗାଡି ଓ ବାଇକ ଜବତ।

କଲ୍ୟାଣସିଂହପୁର:ପ୍ରଦୀପ ଦଲାଇ: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିଙ୍ଗାରି ପଞ୍ଚାୟତର ଛତାପଦର ନିକଟ କଲ୍ୟାଣୀ ନଦୀ ରେ ପଡି ଥିବା ଆଇରନ ପୋଲ ର ଲୁହା ଛଡ଼ ଚୋରା ଚାଲାଣ କରୁଥିବା ବେଳେ ସ୍ଥାନୀୟ ପୁଲିସ ପିକୋଫଗାଡି ଓ ବାଇକ ଜବତ କରିଥିବା ବେଳେ ୫ଜଣଙ୍କୁ ଗିରଫ କରି କେସ ନମ୍ବର ୯୯…

ରଘୁନାଥଜୀୟୁ ମଠ ମହନ୍ତ ଜଗନ୍ନାଥ ପୁରୀଙ୍କ ଦେହାନ୍ତ

ମାହାଙ୍ଗା ବିଧାୟକ ତଥା ଆଇନ୍ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗଭୀର ଶୋକବ୍ୟକ୍ତ ମାହାଙ୍ଗା -(ସପ୍ତ ଜ୍ୟୋତି ରାଉଳ)- କଟକ ଜିଲ୍ଲା ମାହାଙ୍ଗା ବ୍ଲକ କୋଠପଦା ରଘୁନାଥଜୀୟୁ ମଠର ମହନ୍ତ ଜଗନ୍ନାଥପୁରୀଙ୍କ ଆଜି ଭୋ'ରୁ ଦେହାନ୍ତ ଘଟିଛି | କ୍ୟାନ୍ସର ପୀଡିତ ଏହି ମହନ୍ତଙ୍କ ଚିକିତ୍ସା କଟକରେ ଚାଲିଥିଲା…

ରଘୁନାଥଜୀୟୁ ମଠ ମହନ୍ତ ଜଗନ୍ନାଥ ପୁରୀଙ୍କ ଦେହାନ୍ତ

ମାହାଙ୍ଗା ବିଧାୟକ ତଥା ଆଇନ୍ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗଭୀର ଶୋକବ୍ୟକ୍ତ ମାହାଙ୍ଗା -(ସପ୍ତ ଜ୍ୟୋତି ରାଉଳ)- କଟକ ଜିଲ୍ଲା ମାହାଙ୍ଗା ବ୍ଲକ କୋଠପଦା ରଘୁନାଥଜୀୟୁ ମଠର ମହନ୍ତ ଜଗନ୍ନାଥପୁରୀଙ୍କ ଆଜି ଭୋ'ରୁ ଦେହାନ୍ତ ଘଟିଛି | କ୍ୟାନ୍ସର ପୀଡିତ ଏହି ମହନ୍ତଙ୍କ ଚିକିତ୍ସା କଟକରେ ଚାଲିଥିଲା…

ପ୍ରଦେଶ ମହିଳା କଂଗ୍ରେସ କମିଟିର ନୂତନ କର୍ମକର୍ତା ଓ ଜିଲ୍ଲା ସଭାନେତ୍ରୀଙ୍କ ନାମ ଘୋଷଣା

ଭୁବନେଶ୍ୱର(ଶାସକ ପ୍ରଶାସକ) :ରାଜ୍ୟରେ ମହିଳା କଂଗ୍ରେସକୁ ସୁଦୃଢ଼ କରିବାପାଇଁ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ଅଖିଳ ଭାରତ ମହିଳା କଂଗ୍ରେସ କମିଟି କାର୍ଯ୍ୟବାହୀ ସଭାନେତ୍ରୀ ସୁଶ୍ରୀ ନେତା ଡି. ସୌଜା ପ୍ରଦେଶ ମହିଳା କଂଗ୍ରେସ କମିଟିର ନୂତନ କର୍ମକର୍ତା ଏବଂ ୩୩…

“ଆକାଂକ୍ଷା” ମହିଳା ସଂଗଠନ ପକ୍ଷରୁ “ଆଶ୍ରା” ବରିଷ୍ଠ ନାଗରିକ ଗୃହରେ ଦୀପାବଳି ଉତ୍ସବ ପାଳନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ "ଆକାଂକ୍ଷା" ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ସୁପୁତ୍ର ଅନୁଷ୍ଠାନ ଦ୍ବାରା ପରିଚାଳିତ"ଆଶ୍ରା" ବରିଷ୍ଠ ନାଗରିକ ଗୃହରେ ଦୀପାବଳି ପାଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପରିବାରର ସ୍ନେହ ମମତାରୁ ବଞ୍ଚିତ ହୋଇ…

ସ୍ବୟଂସିଦ୍ଧାର ଶାରଦୀୟ ବିଶେଷାଙ୍କ ଉନ୍ମୋଚିତ ।

ପଦ୍ମପୁର(ଶାସକପ୍ରଶାସକ)-ପବିତ୍ର ଦୀପାବଳି ଅବସରରେ ବରଗଡ଼ ସ୍ଥିତ ଏସ୍ ଆର ପ୍ରେସ କାର୍ଯ୍ୟାଳୟରେ ସ୍ବୟଂ ସିଦ୍ଧାର ଶାରଦୀୟ ବିଶେଷାଙ୍କ ସାହିତ୍ୟିକ ମନୋରଞ୍ଜନ ମେହେରଙ୍କ ସଭାପତିତ୍ୱରେ ଉନ୍ମୋଚିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ କବି ଦିବ୍ୟକିଶୋର ଦେବତା ଯୋଗଦାନ କରି ସାଂପ୍ରତିକ…