ନିଟ୍ କ୍ୱାଲିଫାଏ କଲେ କିସ୍ର ୧୧ ଛାତ୍ରଛାତ୍ରୀ
ଭୁବନେଶ୍ୱର : କିସ୍ର ୧୧ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ କ୍ୱାଲିଫାଏ କରି ବିଭିନ୍ନ ମେଡିକାଲ କଲେଜରେ ଏମ୍ବିବିଏସରେ ନାମଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏତେ ସଂଖ୍ୟକ ଛାତ୍ରଛାତ୍ରୀ ଏକାଥରକେ ନିଟ୍ କ୍ୱାଲିଫାଏ କରିବା କିସ୍…