ଦରମା ବୃଦ୍ଧି ନହେବାରୁ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘର ଅସନ୍ତୋଷ
୩୦ ଜିଲ୍ଳାରେ ଜିଲ୍ଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ ।
ଭୁବନେଶ୍ୱର : ଓଡିଶା କନିଷ୍ଠ ଶିକ୍ଷକ ସଂଘ 2016 ମସିହା ଠାରୁ ଆଜି ପର୍ଯ୍ୟନ୍ତ ଶିକ୍ଷକ ମାନଙ୍କର ବିଭିନ୍ନ ଦାବି ସରକାରଙ୍କ ପାଖରେ ଉପସ୍ଥାପନା କରି ଆସୁଛି । ଦୁଃଖ ଓ ପରିତାପର ବିଷୟ ଏହିକି ଯେ ଇତି ମଧ୍ୟରେ…