ଉତ୍କଳ ବିଶ୍ବବିଦ୍ୟାଳୟ ପରିସରରେ ଉଦଯାପିତ ହେଲା ବିଜୁ ଛାତ୍ର ଜନତା ଦଳର ସାମାଜିକ ସେବା କାର୍ଯ୍ୟକ୍ରମ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ସଂପ୍ରତି କୋଭିଡ୍ ସଂକ୍ରମଣ କୁ ଦୃଷ୍ଟିରେ ରଖି ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ଏକ ମାସ ଧରି ରାଜ୍ୟ ସାରା ସାମାଜିକ ସେବା କାର୍ଯ୍ୟକ୍ରମ…