ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟର ପ୍ଳାଟିନମ ଜୁବଲି ପାଇଁ ସପ୍ତମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।
ପଦ୍ମପୁର(ଶାସକପ୍ରଶାସକ)-ବରଗଡ଼ ଜିଲ୍ଲା ର ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ପ୍ଳାଟିନମ ଜୁବଲି ପାଳନ ଅବସରରେ ସପ୍ତମ ବୈଠକ ବରିଷ୍ଠ ଉପସଭାପତି ଶ୍ରୀଯୁକ୍ତ ମନୋରଞ୍ଜନ ସିଂ ବରିହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି lବୈଠକ ରେ ସ୍କୁଲ ର ପ୍ରଧାନ ଶିକ୍ଷକ ଧର୍ମକୁମାର ଶତପଥି,…