ଜଗତସିଂହପୁର ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ
ଜଗତସିଂହପୁର ତା ୨୪.୦୪.୨୦୨୬ ରିଖ ସୁମନ୍ତ କୁମାର ଦାସ: ଆଜି ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ପ୍ରଶାସନ ଓ ଜଗତସିଂହପୁର ପଞ୍ଚାୟତ ସମିତି ଙ୍କ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ…