ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ
ନୂଆପଡ଼ାରୁ ଯଶୋବନ୍ତ କୁମାରଙ୍କ ରିପୋର୍ଟ ଶାସକ ପ୍ରଶାସକ: ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ପଲସାପଡା ଠାରେ ସିନାପାଲି ବ୍ଲକ ଯାଦବ ସମାଜ ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥି ସ୍ୱାଗତ କେନ୍ଦୁମୁଣ୍ତା ଆଞ୍ଚଳିକ କେନ୍ଦ୍ର ଯାଦବ ସମାଜ ସମ୍ପାଦକ…