“ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ”
ଭୁବନେଶ୍ୱର(ଶାସକ ପ୍ରଶାସକ): ଖଦି ମହିଳାମାନଙ୍କୁ ସମ୍ମାନର ସହ ଆତ୍ମନିର୍ଭରଶୀଳ ହେବା ଶିଖାଉ ବୋଲି ଆଜି ପୂର୍ବାହ୍ନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ଦ୍ୱାରା ଆୟୋଜିତ ବୈଠକରେ ଯୋଗ ଦେଇ ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି…