କୋଭିଡ ସ୍ଥିତି ପରିଚାଳନା ସମ୍ପର୍କିତ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ: ଟୀକାକରଣ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ
ବାରିପଦା (ଦିଲ୍ଲୀପ ମହାନ୍ତି)-ମୟୂରଭଞ୍ଜ ଜିଲ୍ଲାରେ ୨ୟ ଲହର କୋଭିଡ ସଂକ୍ରମଣ ହାର ୫ପ୍ରତିଶତରୁ ଅଧିକ ରହୁଥିବା ସ୍ଥିତିକୁ ଦୃଷ୍ଟିରେ ରଖି ସରକାରଙ୍କ ନିର୍ଦ୍ଦେଶ କ୍ରମେ କୋଭିଡ ମାର୍ଗଦର୍ଶିକା ନିୟମ ପାଳନ ଅନୁସାରେ ଲକଡାଉନ ଅବଧିକୁ ଚଳିତ ଜୁଲାଇ ୧୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।…