ଦିବଂଗତ ଦୁଇ ବରିଷ୍ଠ ସାମ୍ବାଦିକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଂଜଳି ସଭା
ବଲାଙ୍ଗିର/ ନିରୋଜ ମିଶ୍ର : ବଲାଙ୍ଗିର ଜିଲ୍ଲାର ପ୍ରଥମ ମହିଳା ସାମ୍ବାଦିକା ଉତ୍ତମା ନାଏକ ଓ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ଦାଶଙ୍କ ଉଦେ୍ଧଶ୍ୟରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଂଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ଉପସଭାପତି ଆନଂଦ ଚଂଦ୍ର ସାହୁଙ୍କ ସଭାପତିତ୍ୱରେ…