ଆସନ୍ନ ମୌସୁମୀ : ଜଳସମ୍ପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବନ୍ୟା ମୁକାବିଲା ସମୀକ୍ଷା
ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଓ ଦଳଗତ କାର୍ଯ୍ୟ ଆଧାରରେ ପ୍ରସ୍ତୁତି ପାଇଁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର (ଶାସକ ପ୍ରଶାସକ) : ଚଳିତ ବର୍ଷା ଋତୁରେ ମୌସୁମୀ ଜନିତ ଅଧିକ ବର୍ଷା ଏବଂ ବିଭିନ୍ନ ନଦୀ ଅବବାହିକାରେ ଥିବା ଜଳ ଭଣ୍ଡାରଗୁଡିକର ସୁପରିଚାଳନା କରି ବନ୍ୟା ନିୟନ୍ତ୍ରଣ କରିବା ପାଇଁ…