୨୧ ମାସର ଶିଶୁର ଛାତିରୁ ୫୦୦ ଗ୍ରାମର ଟ୍ୟୁମର
ଅସ୍ତ୍ରୋପଚାର କରି ବାହାର କଲେ ସମ୍ ସର୍ଜନ
ଭୁବନେଶ୍ୱର,: ୨୧ ମାସର ଶିଶୁର ଛାତିରୁ ୫୦୦ ଗ୍ରାମ ଓଜନର ଏକ ବଡ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ସର୍ଜନମାନେ ।ସାଢେ଼ ୮ କେଜି ଓଜନର ଏହି ଶିଶୁ ପୁତ୍ରଟିର ଗତ ୭- ୮ ମାସ…