ଧରିତ୍ରୀ ଦିବସ ପାଳନରେ ନୟାଗଡ଼ ଜିଲ୍ଲାରେ ବ୍ୟାପକ ସଚେତନତା
ଓଡ଼ଗାଁ, ୨୨।୪(ଶ୍ରୀକାନ୍ତ କୁମାର ମିଶ୍ର): ଜଳବାୟୁ ପରିବର୍ତ୍ତନଜନିତ ସମସ୍ୟାର ସମାଧାନ ଓ ପରିବେଶ ସୁରକ୍ଷା ପ୍ରତି ସଚେତନତା ସୃଷ୍ଟି ପାଇଁ ୧୯୭୦ ମସିହାରୁ ପ୍ରତିବର୍ଷ ଏପ୍ରିଲ ୨୨ ତାରିଖରେ ସାରା ବିଶ୍ୱରେ ଧରିତ୍ରୀ ଦିବସ ପାଳନ କରାଯାଉଛି। ଏହି ଅବସରରେ ନୟାଗଡ଼ ଜିଲ୍ଲାରେ ମଧ୍ୟ ବିଭିନ୍ନ…