ରାଜ୍ୟ ଯୁବକଲ୍ୟାଣ ପରିଷଦ ପକ୍ଷରୁ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର : ରାଜ୍ୟ ଯୁବକଲ୍ୟାଣ ପରିଷଦ ଦ୍ବାରା ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତି ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ଆଜି ଭୁବନେଶ୍ୱର ମଧୁସୂଦନ ମାର୍ଗ ସ୍ଥିତ ବିଜୁ ପଟ୍ଟନାୟକ ଯୁବକଲ୍ୟାଣ ଭବନରେ ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ରାଜ୍ଯ ଯୁବ କଲ୍ୟାଣ…