ନାବାଳିକା ଛାତ୍ରୀଙ୍କ ଅଶ୍ଲିଳ ଫଟୋ ଭାଇରାଲ କରି ଯୁବକ ଗିରଫ
ବୁଗୁଡ଼ା (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ବୁଗୁଡ଼ା ଥାନା ଅଞ୍ଚଳର ଜୈନିକା ନାବାଳିକାଙ୍କ ଅଶ୍ଲିଳ ଫଟୋ ଭାଇରାଲ୍ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ଗୁରୁବାର ଦିନ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାଯାଇଛି l ଗିରଫ ଯୁବକ ଜଣକ ହେଲେ ନୟାଗଡ଼ ଟାଉନର ସନ୍ତୋଷ କୁମାର ମହାରଣା ।…