ଗାଇସିଲାଟ ଥାନା ଅଂଚଳରେ କଙ୍ଗାରୁ କୋର୍ଟ
ପଦ୍ମପୁର(ଶାସକପ୍ରଶାସକ)-ପଦ୍ମପୁର ଉପଖଣ୍ଡ ସୀମାନ୍ତବର୍ତ୍ତୀ ଗାଇସିଲାଟ ଥାନା ଅଂଚଳରୁ ଆସିଛି ଏକ କଙ୍ଗାରୁ କୋର୍ଟର ଦୃଶ୍ୟ । ଯେଉଁଠି ଚାରି ଜଣ ଯୁବକଙ୍କୁ ଚୋରି ଅଭିଯୋଗରେ ଗାଁ ଦାଣ୍ଡରେ ଖୁଣ୍ଟରେ ବାନ୍ଧିବା ସହ ସେମାନଙ୍କ ହାତକୁ ବାନ୍ଧି ଗାଁ ଦାଣ୍ଡରେ ବୁଲା ଯାଉଥିବାର ଭିଡିଓ ସାମନାକୁ…