ପୂର୍ଣ୍ଣିମା ରାୟଙ୍କ ନେତୃତ୍ୱରେ କେନ୍ଦୁଝର ମହିଳା କ୍ରିକେଟ ଦଳ ଘୋଷଣା
କେନ୍ଦୁଝର,ତା୨୨/୪- ଓଡିଶା କ୍ରିକେଟ ଆସୋସିଏସନ ଆନୁକୂଲ୍ୟରେ କଟକ ବାରବାଟୀ ଷ୍ଟାଡିୟମ ଠାରେ ଟି -୨୦ ଫର୍ମାଟ ଚାଲିଥିବା ଆନ୍ତଃ ଜିଲ୍ଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ପାଇଁ ପୁର୍ଣିମା ରାୟଙ୍କ ନେତୃତ୍ୱରେ ଏକ ୧୫ ଜଣିଆ କେନ୍ଦୁଝର ଜିଲ୍ଲା ଦଳ ଗତକାଲି ସନ୍ଧ୍ୟାରେ ଘୋଷଣା କରାଯାଇଛି l…