ପାଟଣାଗଡ଼ରେ ମିଳିତ ଚାଷୀ ସଂଗଠନ,କଂଗ୍ରେସ ପକ୍ଷରୁ ପିକେଟିଂକରି ବିକ୍ଷୋଭ ପ୍ରଦର୍ଶନ
"ମିଳିତ କୃଷକ ସଂଗଠନର ଭାରତ ବନ୍ଦ ଡାକରା"
ପାଟଣାଗଡ଼, (ଯତୀନ୍ଦ୍ର ନନ୍ଦ ) : କେନ୍ଦ୍ର ସରକାରଙ୍କ ଦ୍ଵାରା ପ୍ରେରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବୀରେ ମିଳିତ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦ ଡାକରା ପ୍ରଭାବରେ ବଲାଙ୍ଗିର ଜିଲ୍ଲା…