ଅନ୍ତଃ ନଦୀ ଜଳାଶୟ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସଂପର୍କରେ ଜଳ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା
ଭୁବନେଶ୍ୱର:ରାଜ୍ୟରେ ପ୍ରବାହିତ ବଡ ବଡ ନଦୀରୁ ସମୁଦ୍ରକୁ ବୋହିଯାଉଥିବା ଜଳକୁ ସଂରକ୍ଷଣ କରି ରଖିବା ନିମନ୍ତେ ନଦୀ ଭିତରେ କେତେକ ସ୍ଥାନରେ ବଡ ବଡ ଅନ୍ତଃ ନଦୀ ଜଳାଶୟ ( ଇନ୍ ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍ଚର) ନିର୍ମାଣ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ଯୋଜନା ରହିଛି । ଏହି ପ୍ରକଳ୍ପର…