ଜଳଦ ତ୍ରିପାଠୀ ରାଜ୍ୟର ମୁଖ୍ୟ ସୂଚନା କମିଶନର ନିଯୁକ୍ତ
ଭୁବନେଶ୍ୱର (ଶାସକ ପ୍ରଶାସକ) :ତାମିଲନାଡୁର ପୂର୍ବତନ ପୋଲିସ ମହା ନିର୍ଦ୍ଦେଶକ ତଥା ଅବସରପ୍ରାପ୍ତ ଓଡ଼ିଆ ଆଇପିଏସ ଅଫିସର ଜଳଦ କୁମାର ତ୍ରିପାଠୀଙ୍କୁ ରାଜ୍ୟ ସରକାର ଆଜି ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି | ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିଶ…