ସ୍ନାତକ ମହିଳା ମହାବିଦ୍ୟାଳୟରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ଏନ୍ ଏସ୍ ଏସ୍ (NSS) ତରଫରୁ ଏକ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବି ଭି…