ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମୂହିକ ବିବାହ
୨୮ ଜଣ ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ
ଜଗତସିଂହପୁର,ତା-୨୦.୦୪.୨୦୨୬/ସୁମନ୍ତକୁମାରଦାସ: ଜଗତସିଂହପୁର, ୨୧ /୪: ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ୨୧ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ସମ୍ମୁଖସ୍ଥ ପଡ଼ିଆରେ…