ଦୁର୍ଗମ ଅଞ୍ଚଳରେ “ବିଶ୍ୱ ତମାଖୁ ବର୍ଜନ ଦିବସ” ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକର ବି.ଖଜୁରିପଦା ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଗଜପତି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ବିଭିନ୍ନ ଦୁର୍ଗମ ଅଞ୍ଚଳରେ "ବିଶ୍ୱ ତମାଖୁ ବର୍ଜନ ଦିବସ" କୋଭିଡ୍ କଟକଣା ମଧ୍ୟରେ ପାଳିତ ହୋଇଯାଇଛି । …