କୋଭିଡରେ ନିଜ ମାତାପିତାଙ୍କୁ ହରାଇଥିବା ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା
ପିଏମ୍ କେୟାର୍ସ ପାଣ୍ଠିରୁ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ପ୍ରଧାନମନ୍ତ୍ରୀଙ୍କ ସମ୍ବେଦନଶୀଳ ନେତୃତ୍ୱର ଆଉ ଏକ ଉଦାହରଣ - ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର – କୋଭିଡ୍ ମହାମାରୀରେ ନିଜ ବାପା ମାଙ୍କୁ ହରାଇଥିବା ଶିଶୁଙ୍କୁ ପିଏମ କେୟାର୍ସ ପାଣ୍ଠିରୁ ଶିକ୍ଷା ପାଇଁ ସ୍ୱତନ୍ତ୍ର…