ମହେନ୍ଦ୍ରଗିରି ଓ ଚନ୍ଦ୍ରଗିରି ଓଡ଼ିଶା ପର୍ଯ୍ୟଟନ ସର୍କିଟ ସହ ସଂଯୋଜିତ ହେବ: ମୁଖ୍ୟ ଶାସନ ସଚିବ
ଛେଳିଗଡ଼ ଜଳସେଚନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ
ପାରଳାଖେମୁଣ୍ଡି (ବାଳକୃଷ୍ଣ ପାଣିଗ୍ରାହୀ) : ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଗଜପତି ଜିଲ୍ଲା ଗସ୍ତକରି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଏବଂଜିଲ୍ଲାରେ ରହିଥିବା ପର୍ଯ୍ୟଟନ ସମ୍ଭାବନାର…