ଦେହ ଭଲ ହେଲା ପରେ ଆସନ୍ତା କାଲିଠୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ନିଜ ମନ୍ତ୍ରୀମଣ୍ଡଳର ସଂପ୍ରସାରଣ ପରେ ସଂପ୍ରସାରିତ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ବିଶେଶ୍ୱର ଟୁଡୁ ଅସୁସ୍ଥତା କାରଣରୁ ଓଡିଶା ଆସି…