ଜଳ ନିଷ୍କାସନ ଓ ରୋଗ ପ୍ରତିରୋଧ ପାଇଁ ପଦକ୍ଷେପ ନିଅ
ବର୍ଷାଋତୁ ପୂର୍ବରୁ ଜିଲ୍ଲା ଓ ପୌର ପ୍ରଶାସନଗୁଡିକୁ ନିର୍ଦ୍ଦେଶ
ଭୁବନେଶ୍ୱର : ଆସନ୍ତା ବର୍ଷାଋତୁରେ ସହରାଞ୍ଚଳରେ ଯେଭଳି କୃତ୍ରିମ ବନ୍ୟା କିମ୍ବା ଜଳବନ୍ଦୀ ଅବସ୍ଥା ସୃଷ୍ଟି ନହେବ ସେଥିପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିସ୍ତୃତ କାର୍ଯ୍ୟ ଯୋଜନା ପ୍ରସ୍ତୁତ ହେବା ସହିତ…