ଗ୍ରିଡ୍କୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଭୁବନେଶ୍ୱର, ୨୧ ଜୁନ୍ ୨୦୨୬: ଗ୍ରିଡ୍କୋ ମୁଖ୍ୟାଳୟ ପରିସରରେ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସଂସ୍ଥାର ପରିଚାଳନା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଅଧିକାରୀ ଓ କର୍ମଚାରୀ…