ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ନୂଆପଡ଼ା ଭାୟା ପଦ୍ମପୁର ବରଗଡ଼ ନୂତନ ରେଲ ଲାଇନ୍ ସଂଯୋଗ ଦାବି ;…
ଝାରବନ୍ଧ-ମନୋହର ଦାଶ: ଭାରତୀୟ ଜନତା ପାର୍ଟି ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରତିନିଧି ଦଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୩ ଦିନିଆ ଓଡିଶା ଗସ୍ତ ଆସିଥିବା ବେଳେ ତାଙ୍କୁ ପଦ୍ମପୁର ଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା…