ସମ୍ବାଦ ପରିବେଷଣକୁ ନେଇ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓର ଅଭିନବ ପ୍ରୟାସ
ଭୁବନେଶ୍ୱର,: ସୂଚନା ଏପରି ଏକ ମାଧ୍ୟମ ଯାହାଦ୍ୱାରା ଆଜି ମଣିଷ ପ୍ରଗତି ପଥରେ ଆଗେଇ ଚାଲିଛି । ପୂର୍ବରୁ ଲୋକଙ୍କୁ କୌଣସି ବିଷୟରେ ଜାଣିବା ପାଇଁ ଅନେକ ପ୍ରୟାସ କରିବାକୁ ପଡ଼ୁଥିଲା । କିନ୍ତୁ ବର୍ତମାନ ଇଂଟରନେଟ ଯୁଗରେ ସୂଚନା ଏବେ ହାତ ପାହନ୍ତାରେ ଉପଲବ୍ଧ । କିନ୍ତୁ ସେହି ସୂଚନା ଠିକ୍…