ଆସିଲାନି ଆମ୍ବୁଲାନ୍ସ, ରେନିକୋର୍ଟ ପିନ୍ଧି ମୋଟରସାଇକେଲରେ ଡାକ୍ତରଖାନା ଗଲେ କରୋନା ଆକ୍ରାନ୍ତ ।
ପଦ୍ମପୁର- ଆମ୍ବୁଲାନ୍ସ ନ ଆସିବାରୁ ବାଧ୍ୟ ହୋଇ ରେନିକୋର୍ଟ ପିନ୍ଧି ମୋଟର ସାଇକେଲ ଯୋଗେ ଡାକ୍ତରଖାନା ଗଲେ କରୋନା ଆକ୍ରାନ୍ତ । ଏଭରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଲିଛି ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ସର୍ଗିବାହାଲ ପଂଚାୟତ ଇଛାପାଲି ଗ୍ରାମରେ ।…