ନରସିଂହଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଶାସକ ପ୍ରଶାସକ) ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର କୋଭିଡ୍ ସଂକ୍ରମିତ ହୋଇଥିବା ଖବର ଶୁଣି ଚିନ୍ତା ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଶ୍ରୀ ପଟ୍ଟନାୟକ କଂଗ୍ରେସ ନେତା ଶ୍ରୀ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି |…