ବଡ଼ବିଲରେ ହେବ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଚମ୍ପୁଆ ବିଧାୟିକା ଓ…
ବଡ଼ବିଲ (ଶାସକ ପ୍ରଶାସକ) ବଡ଼ବିଲ ମ୍ୟୁନିସିପାଲିଟିରେ ଏକ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ନେଇ କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଚମ୍ପୁଆ ବିଧାୟିକା ଶ୍ରୀମତୀ ମିନାକ୍ଷୀ ମହାନ୍ତ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି। ଏ ନେଇ ଆୟୋଜିତ ଏକ ଧନ୍ୟବାଦ ସଭା…