୨୨ ଜୁନ୍ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କବାଣୀ
ଭଦ୍ରକ, ୧୯/୦୬/୨୦୨୬: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହୋଇଥିବା ମତ୍ସ୍ୟଜୀବୀ ସତର୍କବାଣୀ ଅନୁଯାୟୀ, ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ୧୮ ରୁ ୨୨ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗର ପବନ ବହିବା ସହ ବେଳେବେଳେ ଏହାର ବେଗ ୬୦ କିଲୋମିଟର…