ଖିଲାପୀ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ମନ୍ତ୍ରୀ ଡ. ସାହୁ
ଉତ୍ତରାଞ୍ଚଳ ରାଜସ୍ୱ ଜିଲ୍ଲାର ଉଦ୍ୟାନ କୃଷି ଅଧିକାରୀଙ୍କ ସମୀକ୍ଷା ବୈଠକ
କୃଷିଜାତ ଦ୍ରବ୍ୟ ପ୍ରକ୍ରିୟାକରଣ ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ
ଭୁବନେଶ୍ୱର,(ଶାସକ ପ୍ରଶାସକ): ଯୋଜନାର ଅର୍ଥ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରି ନପାରିଲେ ଖୀଲାପୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ…