ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ଓ ସାମୁହିକ ଟେବୁଲ ଟପ୍ ଏକ୍ସରସାଇଜ ଅଭ୍ୟାସ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନଜୀବନ ଓ ସମ୍ପତ୍ତିର ସୁରକ୍ଷା ଏବଂ ଜିଲ୍ଲା ପ୍ରଶାସନର ପ୍ରସ୍ତୁତିକୁ ଆହୁରି ସୁଦୃଢ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି…