ସମଲେଇ ଯୋଜନା : ଥଇଥାନ ଓ ପୁନର୍ବାସ ପ୍ୟାକେଜ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ସମସ୍ତଙ୍କ ପାଇଁ ଆକର୍ଷଣୀୟ କ୍ଷତିପୂରଣ ବ୍ୟବସ୍ଥା ପୂଜାରୀଙ୍କ ପାଇଁ ଜମି ବଦଳରେ ଜମି ଓ ଘର ପାଇଁ ସହାୟତା ପ୍ରକଳ୍ପ କୁ ଆଗେଇ ନେବା  ପାଇଁ ସମସ୍ତ ଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର(ଶାସକ ପ୍ରଶାସକ) :  ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ…

“ସଖୀ” ୱାନଷ୍ଟପ କେନ୍ଦ୍ର ତରଫରୁ ବାଲ୍ୟବିବାହ ନିଷେଧ ଅଭିଯାନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକରେ "ସଖୀ" ୱାନଷ୍ଟପ କେନ୍ଦ୍ର ତରଫରୁ ବାଲ୍ୟବିବାହ ନିଷେଧ ଅଭିଯାନ ସମ୍ପର୍କରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।  ଉକ୍ତ ସଭା କାର୍ଯ୍ୟରେ ୱାନଷ୍ଟପ କେନ୍ଦ୍ର “ସଖୀ”ର ପରିଚାଳିକା ଶ୍ରୀମତି ଭାଗ୍ୟଲକ୍ଷ୍ମୀ…

ସୁବାସ ନାୟକ ପାଇବେ ବାଣୀପୀଠ ପୁରସ୍କାର I

ସମ୍ବଲପୁର/ ରମାକାନ୍ତ ବିଶ୍ୱାଳ:  ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଠାରେ ରାଜ୍ୟ ର ଅଗ୍ରଣୀ ସାରସ୍ଵତ ଅନୁଷ୍ଠାନ "ବାଣୀପୀଠ" ର ୬୧ ତମ ବାର୍ଷିକ ମହୋତ୍ସବ ତଥା ରାଜ୍ୟ ସ୍ତରୀୟ କବି, କଳାକାର ସମ୍ମିଳନୀ ରେ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ବାଣୀପୀଠ ପୁରସ୍କାର ଚଳିତ ବର୍ଷ ରାଜ୍ୟ ର ଜଣେ ଅଗ୍ରଣୀ…

ମଧୁସୁଦନ ଆଇନ ମହାବିଦ୍ୟାଳୟ ପାଲଟିବ ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ 

ଭୁବନେଶ୍ୱର (ଶାସକ ପ୍ରଶାସକ): ଓଡ଼ିଶାର ସର୍ବ ପୁରାତନ ତଥା ପ୍ରମୁଖ ଆଇନ ମହାବିଦ୍ୟାଳୟ ଭାବେ ଜଣାଶୁଣା  ମଧୁସୁଦନ ଆଇନ ମହାବିଦ୍ୟାଳୟ  ଆନୁଷ୍ଠାନିକ ଭାବରେ 28 ଏପ୍ରିଲ 2021 ରୁ ଏକ ବିଶ୍ୱବିଦ୍ୟାଳୟ ଭାବେ ପରିଗଣିତ ହେବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ପ୍ରକାଶ…

ସମ୍ ନର୍ସିଂ କଲେଜ ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଏପ୍ରିଲ  ୭ ତାରିଖ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମୁ୍ୟନିଟି ହେଲ୍ଥ ନର୍ସିଂ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଅରିଶୋଲ୍ ଗ୍ରାମରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । “ଏକ…

କରୋନା ସଚେତନତା ପାଇଁ ପୋଲିସର ଜୋରଦାର ସ୍ୱତନ୍ତ୍ର ଅଭିଯାନ 

ହାତକୁ ସାନିଟାଇଜ କରିବା , ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତା ରକ୍ଷା କରିବା ଆଦି ଉପରେ ଗୁରୁତ୍ୱାରୋପ ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କରୋନାର ଦ୍ୱିତୀୟ ଲହରୀର ଗମ୍ଭୀରତାକୁ ନେଇ ସାଧାରଣଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ସଚେତନତା , ବିଭିନ୍ନ କରୋନା କଟକଣାକୁ ଯାଞ୍ଚ ଏବଂ…

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗଜପତି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଅବସରପ୍ରାପ୍ତକର୍ମଚାରୀ ସଂଘର ସଭାପତି ବିନୋଦ ଚନ୍ଦ୍ର ଜେନାଙ୍କ ନେତୃତ୍ବରେ ଏକ ତିନି ଜଣିଆ ପ୍ରତିନିଧି ଦଳ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଜପତି ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଡେପୁଟି କଲେକ୍ଟର ସୁଶ୍ରୀ ନର୍ମଦା…

୨୦୨୦-୨୧ ରବି ସକାଶେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ

ଝାରସୁଗୁଡ଼ା :(ସୁଭାଷ ସହାରେ)- ୨୦୨୦ -୨୧ ରବି ଫସଲ ସକାଶେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଖଣିଜ ପାଣ୍ଠି ଅଡିଟୋରିଅମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ରଜରାଜନଗର ବିଧାୟକ କିଶୋର କୁମାର…

ରାୟଗଡ ଜିଲ୍ଲାର ୩୧ଟି ବିଦେଶୀ ମଦ ଦୋକାନ ପାଇଁ ଶାନ୍ତିପୂର୍ଣ୍ଣ ଭାବରେ ଲଟେରୀ ଉଠାଣ ସମ୍ପନ୍ନ

ରାୟଗଡ:(ସରୋଜ କୁମାର ସାହୁ)- ରାୟଗଡ଼ ଜିଲ୍ଲାରେ ଥିବା 31ଟି ବିଦେଶୀ ମଦ ଦୋକାନ ପରିଚାଳନା ନିମନ୍ତେ ଶାନ୍ତି ପୂର୍ଣ୍ଣ  ଭାବରେ ଲଟେରୀ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି l ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ନିର୍ଦ୍ଦେଶ କ୍ରମେ   ରାୟଗଡ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ରଙ୍କ…