ଏନ୍ ଇ ଇ ଟି (ୟୁ ଜି) ୨୦୨୬ ପୁନଃ ପରୀକ୍ଷା ପାଇଁ ପ୍ରସ୍ତୁତି ବୈଠକ
ନବରଙ୍ଗପୁର, ୧୮.୬.୨୦୨୬:ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା(ଏନ୍ ଇ ଇ ଟି)(ସ୍ନାତକୋତ୍ତର)ପରୀକ୍ଷା୨୦୨୬ ସଫଳତାର ସହ ସମ୍ପନ୍ନ କରିବା ପାଇଁ ଆଜି ସ୍ଥାନୀୟ ଅଶୋକ ମେହେଟା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…