ପ୍ରଗତିଶୀଳ ନାଟ୍ୟ ସଂସ୍ଥା “ତରଙ୍ଗ ରଙ୍ଗ” ପକ୍ଷରୁ ବିଶ୍ଵ ନାଟ୍ୟ ଦିବସ ଉପଲକ୍ଷେ ନାଟୁଆ ମେଳା ଆୟୋଜିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡିର ପ୍ରଗତିଶୀଳ ନାଟ୍ୟ ସଂସ୍ଥା "ତରଙ୍ଗ ରଙ୍ଗ" ପକ୍ଷରୁ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଶ୍ଵ ନାଟ୍ୟ ଦିବସ ଉପଲକ୍ଷେ ସ୍ଥାନୀୟ ନଗର ଭବନ ଠାରେ ଆୟୋଜିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ନାଟ୍ୟଶ୍ରୀ ଦେବେନ୍ଦ୍ର ଦାସଙ୍କ…