ଟିକେ ଖେଂଚୀ ଦେଲେ ବବି : ଧର୍ମେନ୍ଦ୍ରଙ୍କୁ ଧନ୍ୟବାଦ ଜଣାଇବା ସହ ମନେ ପକାଇଦେଲେ ମୋଦିଙ୍କ ପ୍ରତିଶ୍ରୁତି
ଭୁବନେଶ୍ୱର: ରାଉରକେଲାରେ ଆଇଜିଏଚ୍ ସୁପର ସ୍ପେସିଆଲିଟି ହସ୍ପିଟାଲ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲୋକାର୍ପିତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ (ବବି) । ହେଲେ ଧନ୍ୟବାଦ…