ଗଜପତି ଜିଲ୍ଲାରେ ୨ୟ ରାଷ୍ଟ୍ରୀୟ ଲୋକ-ଅଦାଲତ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ନୂତନ ଜିଲ୍ଲା କୋର୍ଟ ପରିସରରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ୨ୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି ।
ଏହି ଲୋକ ଅଦାଲତ କାର୍ଯ୍ୟକ୍ରମରେ ମାନ୍ୟବର ଜିଲ୍ଲା ଓ…