ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ।
ସମ୍ବଲପୁର,(ରମାକାନ୍ତ ବିଶ୍ବାଳ)- ସମ୍ବଲପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ସମ୍ବଲପୁର ଠାରେ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ବଲପୁର ଜିଲ୍ଲା ତପସ୍ବିନୀ ପେକ୍ଷାଲୟ ଠାରେ ଆୟୋଜିତ ସମାରୋହରେ ସମ୍ବଲପୁର ଜିଲ୍ଲା ର ୯ ଗୋଟି ବ୍ଳକର ୨୦୦ ଜଣ…