ସୋଫିଆଙ୍କ ବିଧାନସଭା ସଦସ୍ୟତା ରଦ୍ଦ ହେବା ନିଶ୍ଚିତ: କଂଗ୍ରେସ
କଂଗ୍ରେସରୁ ନିଲମ୍ବିତ ବିଧାୟିକା ସୋଫିଆଙ୍କ ଅନ୍ୟ ଦଳର ବୈଠକରେ ଯୋଗଦାନ
ବାରବାଟୀ-କଟକର ବିଧାୟିକା ସୋଫିଆ ଫିରଦୋସଙ୍କ ବିଧାନସଭା ସଦସ୍ୟତା ରଦ୍ଦ ପାଇଁ ଆଉ କୌଣସି ପ୍ରତିବନ୍ଧକ ନାହିଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ଏହି ମର୍ମରେ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ପିସିସି…