ବିକାଶର ସୂତ୍ର – ଅ-ଆ-ଇ-ଉ
ପଞ୍ଚାନନ କାନୁନଗୋ
ମହାମାରୀ କରୋନାର ଏକ ଅତ୍ୟାଧୁନିକ ଆଲୋଚନା ଉତ୍ସଟି ଇଂରେଜୀରେ ୱେବ୍ନାର ଯାହା ଏକ ସେମିନାରର ରୂପାନ୍ତର ବୋଲି ଧରାଯାଉଛି । ଏକ ସମୟରେ ଘରେ ବସି ଜୁମ୍ ସଜାଡ଼ି ଲିଙ୍କ ବ୍ୟବହାରରେ ଦେଶର ବିଭିନ୍ନ ପ୍ରାନ୍ତରେ ଥାଇ ମଧ୍ୟ ଆଲୋଚନାରେ ଅଂଶ ଗ୍ରହଣ କରି ହେଉଛି । ସଂଯୋଜକ ବା…